www.samajalive.in
Sunday, December 14, 2025
26.1 C
Bhubaneswar

ରେଳବାଇ ଡାକ୍ତରଖାନାରେ ଆଧୁନିକ ଚିକିତ୍ସା ଯନ୍ତ୍ର

ସମ୍ବଲପୁର: ପୁର୍ବତଟ ରେଳାବଇ ଅର୍ନ୍ତଗତ ସମ୍ବଲପୁର ରେଳ ମଣ୍ଡଳର ଡାକ୍ତରଖାନାରେ ଅତ୍ୟାଧୁନିକ ଚିକିତ୍ସା ଯନ୍ତ୍ର ଉଦଘାଟିତ ହୋଇଯାଇଛି। ଶନିବାର ସ୍ଥାନୀୟ ସମ୍ବଲପୁର ସ୍ଥିତ ରେଳବାଇ ଡାକ୍ତରଖାନାରେ ମଣ୍ଡଳ ପ୍ରବନ୍ଧକ ବିନୀତ ସିଂ ଆନାସ୍ଥେସିଆ ୱାର୍କ ଷ୍ଟେସନ ଯନ୍ତ୍ରକୁ ରୋଗୀ ଚିକିତ୍ସା ନିମନ୍ତେ ଉର୍ତ୍ସଗୀକୃତ କରିଛନ୍ତି। ଏହି ଅତ୍ୟାଧୁନିକ ଟେକନିଲୋଜି ସମ୍ପନ୍ନ ଯନ୍ତ୍ର ଦ୍ୱାରା ରୋଗୀ ମାନେ ଉତ୍ତମ ଚିକିତ୍ସା ସୁବିଧା ପାଇପାରିବେ। ଉଦଘାଟନୀ ଉତ୍ସବରେ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ଆନନ୍ଦ ସିଂ, ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ ମନୋଜ କୁମାର ବେହେରା, ଅଧିକାରୀ ଓ ଚିକିତ୍ସାଳୟର ଡାକ୍ତର ଓ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories