www.samajalive.in
Saturday, December 13, 2025
26.1 C
Bhubaneswar

ହଟିଲା ୧୪୪

ଭଦ୍ରକ  : ଭଦ୍ରକ ସହର ଓ ସଂଲଗ୍ନ ଅଞ୍ଚଳରେ ଜାରି ହୋଇଥିବା ୧୪୪ ମଙ୍ଗଳବାର  ହଟି ଯାଇଛି। ପ୍ରଶାସନ ପକ୍ଷରୁ ଆଜି ଏହି ଘୋଷଣା କରାଯାଇଛି। ରାମନବମୀ ଉତ୍ସବ ପରିପ୍ରେକ୍ଷୀରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପ୍ରଥମେ ସହରାଞ୍ଚଳ ଓ ପରେ ସଂଲଗ୍ନ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିଲା। ତେବେ ଶାନ୍ତି ଶୃଙ୍ଖଳାର ସହ ରାମନବମୀ ଶେଷ ହୋଇଥିବାରୁ ୧୪୪ ଧାରା ହଟିଥିବା ପ୍ରଶାସନ ସୂଚନା ଦେଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories