www.samajalive.in
Saturday, December 13, 2025
26.1 C
Bhubaneswar

ପୁରୀ ମରିଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କ‌ମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ

ପୁରୀ: ଟାଉନ୍‌ ଥାନା ଅନ୍ତର୍ଗତ ମରିଚିକୋଟ ଛକ ନିକଟ ଲକ୍ଷ୍ମୀ ମାର୍କେଟ କ‌ମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ   । ମାର୍କେଟ୍‌ କମ୍ପ୍ଲେକ୍ସରେ ଥିବା ଏକ କପଡା ଦୋକାନରୁ ପ୍ରଥମେ ନିଆଁ ଲାଗିଥିବା ସୂଚନା । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ । ଏଥିରେ ତିନିଜଣ ଲୋକ ଅଣ ନିଶ୍ୱାସୀ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories