www.samajalive.in
Monday, December 15, 2025
16.1 C
Bhubaneswar

ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା ପାଇଁ ବନବିଭାଗ ତରଫରୁ ସଚେତନତା ଶୋଭାଯାତ୍ରା

ଜି.ଉଦୟଗିରି: ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା ପାଇଁ ଜି.ଉଦୟଗିରି ବନବିଭାଗ ପକ୍ଷରୁ ଆୟୋଜିତ ସଚେତନତା ଶୋଭାଯାତ୍ରାକୁ ବନାଞ୍ଚଳ ଅଧିକାରୀଣୀ ମୀନାକ୍ଷୀ କୁମୁରା ଉଦଘାଟନ କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ମିଶ୍ରଙ୍କ ନେତୃତ୍ବରେ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସ୍ଥାନୀୟ ହବାକ ଉଚ୍ଚ ବିଦ୍ୟାଳୟ ପରିସରରୁ ଶୋଭାଯାତ୍ରା ଆରମ୍ଭ ହୋଇଥିଲା। ଏହି ଶୋଭାଯାତ୍ରା ସର୍କଲ ରୋଡ, ମହାଗୁଡା ସାହି ଦେଇ ମୁଖ୍ୟ ରାସ୍ତାକୁ ବାହାରିଥିଲା। କାର୍ଯ୍ୟକ୍ରମକୁ ବନ ବିଭାଗର ବନପାଳ ପ୍ରବୀଣ ଦାଶ, ରଶ୍ମିତା ବକ୍ସୀ ଓ ମନୋଜ କୁମାର ଝା ପରିଚାଳନା କରିଥିଲେ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories