www.samajalive.in
Sunday, December 14, 2025
26.1 C
Bhubaneswar

ପୁରୀରେ ପୁଣି ଅଗ୍ନିକାଣ୍ଡ

ପୁରୀ: ପୁରୀରେ ପୁଣି ଅଗ୍ନିକାଣ୍ଡ ଘଟିଛି। ଆଜି ନୀଳାଦ୍ରି କମ୍ପ୍ଲେକ୍ସ ଶୋ’ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି। ନୀଳାଦ୍ରି କମ୍ପ୍ଲେକ୍ସରେ ରହିଛି ଓଡ଼ିଶା ହ୍ୟାଣ୍ଡଲୁମ ଶୋ’ ରୁମ। ଓଡ଼ିଶା ହ୍ୟାଣ୍ଡଲୁମ ଶୋ’ ରୁମକୁ ମଧ୍ୟ ନିଆଁ ବ୍ୟାପିଥିବା ଜଣାପଡ଼ିଛି। ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଥିବାବେଳେ ନୀଳାଦ୍ରି କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ନୀଳାଦ୍ରି କମ୍ପ୍ଲେକ୍ସରେ ନିଆଁ ଲାଗିଥିବା ଖବର ପାଇଁ ଘଟଣାସ୍ଥଳରେ ତତ୍କାଳ ଅଗ୍ନିଶମ ବାହିନୀ ପହଞ୍ଚିଛି ଏବଂ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି।

- Advertisement -

ଏଠାରେ ସୂଚନା ଯୋଗ୍ୟରେ ପୂର୍ବରୁ ନିଆଁ ଲାଗିଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେଠାରୁ ଅଳ୍ପ ଦୂରରେ ରହିଛି ନୀଳାଦ୍ରି କ​‌େ​‌ମ୍ପ୍ଲକ୍ସ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories