ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଖୋର୍ଦ୍ଧା: ଭୁଷଣ୍ଡପୁର ବାଣ ବିସ୍ଫେରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୂର୍ବରୁ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ଜଣଙ୍କର ମୃତ୍ୟୁ ପରେମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏବେ ଆଉଜଣେ ଗୁରୁତର ଅବସ୍ଥାରେ ଏମ୍‌ସରେ ଚିକିତ୍ସାଧୀନ ରହିଛନ୍ତି।

kalyan agarbati

Comments are closed.