www.samajalive.in
Sunday, December 14, 2025
26.1 C
Bhubaneswar

ରାସ୍ତାକଡକୁ ଓଲଟି ପଡିଲା ଇନ୍ଦ୍ରାଣୀ ବସ୍‌ – ୪ ଗୁରୁତର, ୨୫ ଆହତ

ଭୁବନେଶ୍ୱର (ସମାଜ ଡିଜିଟାଲ୍‌ ଡେସ୍କ) – ମୟୁରଭଞ୍ଜ ଜିଲ୍ଲା କୃ୍ଷ୍ଣଚନ୍ଦ୍ରପୁର ନିକଟରେ ଇନ୍ଦ୍ରାଣୀ ନାମକ ଯାତ୍ରୀବାହୀ ବସ୍‌ ରବିବାର ବିଳମ୍ବିତ ରାତିରେ ରାସ୍ତାକଡକୁ ଓଲଟି ପଡିଛି । ଏଥିରେ ୪ ଜଣ ଯାତ୍ରୀଗୁରୁତର ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି ।

ଚିକିତ୍ସାପାଇଁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଇରଙ୍ଗପୁରରୁ ଏହି ବସ୍‌ଟି ଭୁବନେଶ୍ୱର ଯାଉଥିଲା । ବାରିପଦା ବେତନଟୀ ରାସ୍ତା କୃଷ୍ଣଚନ୍ଦ୍ରପୁର ନିକଟରେ ଓଲଟି ପଡିଥିଲା ।

- Advertisement -

ସୂଚନା ପାଇ ପୁଲିସ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories