www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଚଳିତ ମାସ ୩୦ ତାରିଖ ଯାଏଁ ସ୍କୁଲରେ ପ୍ରବେଶ ମନା

ପୁରୀ- ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥିଙ୍କୁ ସହାୟତା କରିବା ନେଇ ଗଣମାଧ୍ୟମରେ ଅଭିଭାବକ ଓ ଶିକ୍ଷକଙ୍କ ବାର୍ତ୍ତାଳାପ ଭାଇରାଲ ହୋଇଥିଲା
। ଜଣେ ଅଭିଭାବକ ମ୍ୟାଟ୍ରିକ ପରୀକ୍ଷାରେ ସହଯୋଗ ପାଇଁ ଅନୁରୋଧ କରିଥିଲେ । ଏହାର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ନିର୍ଦ୍ଦେଶ ଦେଇଥିଲେ । ତଦନ୍ତ ରିପୋର୍ଟରେ ଶିକ୍ଷକଙ୍କ ବିରୋଧରେ ପ୍ରମାଣ ନଥିବା କଥା କୁହାଯାଇଛି ।

ପୂରୀ ଜିଲ୍ଲା ହରିପୂର୍ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ବିଭ୍ରାଟ ଘଟଣା, ତଦନ୍ତ ରିପୋର୍ଟ ଦାଖଲ ହୋଇଛି । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଚଳିତ ମାସ ୩୦ ତାରିଖ ଯାଏଁ ସ୍କୁଲରେ ପ୍ରବେଶ ମନା କରାଯାଇଛି । ଅନ୍ୟ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ମାଟ୍ରିକ ପରୀକ୍ଷା ଚାଲିବ। ଏହି ଅଭିଯୋଗ ଭିତ୍ତିହୀନ ଏ ବିଷୟରେ ପ୍ରମାଣ ମିଳି ନ ଥିବା କଥା ବିଭାଗ ପକ୍ଷରୁ କୁହାଯାଇଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories