www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ ଦୁର୍ଘଟଣାରେ ଜଣେ ଗୁରୁତର

ହରଭଙ୍ଗା :ହରଭଙ୍ଗା ଥାନା ଅନ୍ତର୍ଗତ ଶାଗଡିଆ ନାଳ ଉପରେ ଏକ ବାଇକ ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ସାମ୍ପୋଚ ପଞ୍ଚାୟତ ଶ୍ୟାମସୁନ୍ଦର ପୁର ଗ୍ରାମର ସୁମନ ଭୋଇ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି ।

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ ସୁମନ ଏକ ବାଇକ ଯୋଗେ ଛତ୍ରଙ୍ଗରୁ ହରଭଙ୍ଗା ଆଡ଼କୁ ଆସୁଥିବା ସମୟରେ ଭରସାମ୍ୟ ହରାଇ ଶଗାଡ଼ିଆ ନାଳ ଉପରେ ପଡିଯାଇଥିଲେ । ତାଙ୍କୁ ସ୍ଥାନୀୟ ଯୁବକ ବିକାଶ ବେହେରା ହରଭଙ୍ଗା ଚିକିତ୍ସାଳୟରେ ଭର୍ତି କରିଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories