www.samajalive.in
Sunday, December 7, 2025
23.1 C
Bhubaneswar

ଅର୍ଚ୍ଚନା ନାଗ ମାମଲା; ଜଗବନ୍ଧୁଙ୍କୁ ଜାମିନ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଗିରଫ ହୋଇଥିବା ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ଖଣ୍ଡଗିରି ଥାନାର ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ଜଗବନ୍ଧୁଙ୍କ ନାଁରେ ୩ଟି ମାମଲା ରୁଜୁ ହୋଇଥିବା ବେଳେ ମାତ୍ର ଗୋଟିଏ ମାମଲାରେ ତାଙ୍କୁ ସର୍ତ୍ତମୂଳକ ଜାମିନ ମିଳିଥିବା ଜଣାପଡ଼ିଛି। ଅପରପକ୍ଷେ, ଜଗବନ୍ଧୁଙ୍କ ନାଁରେ ନୟାପଲ୍ଲୀ ଥାନାରେ ଏକ ମାମଲା ଓ ଇଡି ମାମଲା ମଧ୍ୟ ରହିଛି। ତେବେ ସେ ଜେଲ୍‌ରୁ ମୁକୁଳିବା ନେଇ କୌଣସି ସୂଚନା ମିଳିନାହିଁ।

 

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories