www.samajalive.in
Sunday, December 14, 2025
14.1 C
Bhubaneswar

ଧର୍ମପ୍ରାଣ ମହିଳାଙ୍କ ପରାଲୋକ

ଭୁବନେଶ୍ବର : କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ତଳକୁସୁମା ନିବାସୀ ମନୋରମା ଦେବୀଙ୍କର ୭୩ ବର୍ଷ ବୟସରେ ସ୍ଥାନୀୟ ରଘୁନାଥପୁରସ୍ଥିତ ନିଜ ବାସଭବନରେ ମଙ୍ଗଳବାର ପରଲୋକ ଘଟିଛି । ସେ ଗତ କିଛି ମାସ ହେବ ଯକୃତ ଜନିତ ରୋଗରେ ପୀଡିତ ଥିଲେ। ଜଣେ ଧର୍ମପ୍ରାଣ ମହିଳା ଭାବେ ସ୍ଥାନୀୟ ଅଞ୍ଚଳରେ ସେ ବିଭିନ୍ନ ସାମାଜିକ ଓ ଆଧ୍ୟାତ୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ ରଖିଥିଲେ।

ପରଲୋକ ସମୟରେ ତାଙ୍କ ସ୍ବାମୀ ତଥା ତଳକୁସୁମ, ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ତ୍ରିଲୋଚନ ଦ୍ବିବେଦୀ ଏବଂ ଅନ୍ୟ ସମସ୍ତ ପରିବାର ଲୋକ ଓ ଆତ୍ମୀୟ ସ୍ବଜନ ଉପସ୍ଥିତ ଥିଲେ । ତାଙ୍କର ଏକମାତ୍ର ପୁତ୍ର ଦେବାଶିଷ ଦ୍ବିବେଦୀ ମୁଖାଗ୍ନି ଦେଇଥିଲେ। ମନୋରମା ଦେବୀଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories