www.samajalive.in
Tuesday, December 9, 2025
17.1 C
Bhubaneswar

ବିଜୁ ସ୍ୱାସ୍ଥ୍ୟ ଯୋଜନାକୁ ନେଇ ବିଜେପିର ହୃତ୍‍କମ୍ପ ବଢ଼ୁଛି:ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବାପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହାତକୁ ନିଆଯାଇଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଗତ କିଛିଦିନ ଧରି ବିଜେପିର ହୃତ୍‍କମ୍ପ ବଢ଼ି ଯାଇଛି। କିଭଳି ଏହି ଯୋଜନାକୁ ନେଇ ରାଜ୍ୟ ସରକାରଙ୍କୁ ବଦ୍‍ନାମ କରାଯିବ ସେହି ଚେଷ୍ଟାରେ ଦଳୀୟ ନେତା ଓ କର୍ମୀ ଲାଗି ପଡିଛନ୍ତି। ସରକାରଙ୍କୁ ମିଳିଥିବା ରିପୋର୍ଟ ଆଧାରରେ ଗତ ୨ମାସ ମଧ୍ୟରେ ୧କୋଟିରୁ ଅଧିକ ଲୋକଙ୍କୁ ଏହି ଯୋଜନାରେ ସ୍ୱାସ୍ଥ୍ୟ ସେବା ମିଳିଛି। ତେବେ ସେମାନଙ୍କ ମଧ୍ୟରେ କେତେକ ରୋଗୀ ବିଭିନ୍ନ ସମୟରେ ବାରମ୍ବାର ଆସି ଥାଇପାରନ୍ତି। ମାତ୍ର ସରକାରଙ୍କ ଦ୍ୱାରା ପ୍ରଦତ୍ତ ତଥ୍ୟରେ କୌଣସି ତ୍ରୁଟି ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories