www.samajalive.in
Sunday, December 14, 2025
19.1 C
Bhubaneswar

ନୂଆପଡ଼ା ତହସିଲଦାର ନିଲମ୍ବିତ

ଭୁବନେଶ୍ୱର: ନୂଆପଡ଼ା ତହସିଲଦାର ଦେବେନ୍ଦ୍ର କୁମାର ରାଉତ, ଓଏଏସ୍‌-ଏ (ଜେବି)ଙ୍କ ବିରୁଦ୍ଧରେ ଆଗତ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଶେଷ ହୋଇଥିବାବେଳେ ତାଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବନ କରାଯାଇଛି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ପତ୍ର ସଂଖ୍ୟା ୯୯୪୨/୧୭.୦୩.୨୦୨୩ ଅନୁଯାୟୀ ଏହି ନିଲମ୍ବନ ଅବଧି ମଧ୍ୟରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ ଅଧିନରେ ସମ୍ବଲପୁରଠାରେ ତାଙ୍କର ହେଡ୍‌କ୍ୱାର୍ଟର ସ୍ଥିର କରାଯାଇଛି । ଏହି ସମୟ ମଧ୍ୟରେ ସେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ ବିନା ଅନୁମତିରେ ହେଡ୍‌କ୍ୱାର୍ଟର ଛାଡ଼ିପାରିବେ ନାହିଁ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories