www.samajalive.in
Saturday, December 13, 2025
26.1 C
Bhubaneswar

ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର

ହରଭଙ୍ଗା: ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଡିଗସିରା ନିକଟରେ ଭଗବାନ ପ୍ରଧାନ ନାମକ ଜଣେ ବୃଦ୍ଧ ମହୁମାଛି ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଅଗ୍ନିଶମବାହିନୀ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories