www.samajalive.in
Wednesday, December 10, 2025
16.1 C
Bhubaneswar

ବେଆଇନ ଅଫିମ ଚାଷ ଉପରେ ଚଢ଼ଉ

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ନକାଟିଦେଉଳ ବ୍ଲକ ଗୋପାଳପୁର ଗ୍ରାମରେ ବେଆଇନ ଅଫିମ ଚାଷ ଉପରେ ରବିବାର ସମ୍ବଲପୁର ଅବାକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସମ୍ବଲପୁର ଅବକାରୀ ବିଭାଗର ଏକ ଟିମ୍ ଆସି ଚଢ଼ାଉ କରି ବିପୁଳ ପରିମାଣରେ ଚାଷ କରାଯାଇଥିବା ଅଫିମ ଗଛ ନଷ୍ଟ କରିଥିବା ଜଣାପଡିଛି। ଏଥିରେ ସମ୍ପୃକ୍ତ ଥିବା କିଛି ବ୍ୟକ୍ତିଙ୍କୁ ଅବକାରୀ ପୁଲିସ ଅଟକ ରଖିଥିବା ଜଣାପଡ଼ିଛି।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories