www.samajalive.in
Sunday, December 14, 2025
18.1 C
Bhubaneswar

ଆସନ୍ତା ୨ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ଆସନ୍ତା ୨ ଦିନ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ପବନ ବହିବା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

ସେହିପରି ମାର୍ଚ୍ଚ ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories