www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କର ଆଜି ଶ୍ରାଦ୍ଧ ଦିବସ। ଏହି ଅବସରେ ତାଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ନୂଆଦିଲ୍ଲୀସ୍ଥିତ ଶକ୍ତିସ୍ଥଳରେ ବହୁ ପ୍ରମୁଖ ବ୍ୟକ୍ତି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।  ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅାନସାରୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧି, କଂଗ୍ରେସ ସଭାପତି ରାହୁଲ ଗାନ୍ଧି,ଦିଲ୍ଲୀର ପୂର୍ବତନ  ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷୀତଙ୍କ  ସମେତ ବହୁ ପ୍ରମୁଖ ବ୍ୟକ୍ତି ବିଶେଷ ଇନ୍ଦିରା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ରାଜଧାନୀ ଭୁବନେଶ୍ୱର ସ୍ଥିତ ଇନ୍ଦିରା ଗାନ୍ଧି ପାର୍କରେ ପ୍ରଦେଶ କଂଗେସ କମିଟି ପକ୍ଷରୁ ତାଙ୍କ ପ୍ରତି  ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସନ୍ଧ୍ୟାରେ ଜୟଦେବ ଭବନରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ଓ ରାଜ୍ୟସ୍ତରୀୟ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories