www.samajalive.in
Saturday, December 13, 2025
26.1 C
Bhubaneswar

‘ଆମ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ପଖାଳ’

ଭୁବନେଶ୍ବର: ଓଡ଼ିଆଙ୍କ ପ୍ରିୟ ଓ ପାରମ୍ପରିକ ଖାଦ୍ୟ ପଖାଳକୁ ନେଇ ଆଜି ‘ପଖାଳ ଦିବସ’ ପାଳନ କରାଯାଉଛି। ଏହି ଅବସରରେ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ପଖାଳ ଖାଇ ପଖାଳ ଦିବସ ପାଳନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ‘‘ପଖାଳ ମୋର ପ୍ରିୟ ଖାଦ୍ୟ। ଏହା ଆମ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ। ‘ପଖାଳ ଦିବସ’ ଅବସରରେ ପଖାଳ ଖାଇବାର ମଜା ଅଲଗା। ପଖାଳ ଆମ ଓଡ଼ିଆ ଜନଜୀବନ ଓ ଖାଦ୍ୟପେୟର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଓଡ଼ିଆଙ୍କ ଖାଦ୍ୟ ପ୍ରତି ଥିବା ଭଲପାଇବା ଓ ଶ୍ରଦ୍ଧାର ପ୍ରତୀକ। ସମସ୍ତ ଓଡ଼ିଶାବାସୀଙ୍କୁ ଏହି ଦିବସର ଅଭିନନ୍ଦନ’’।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories