www.samajalive.in
Saturday, December 13, 2025
21.1 C
Bhubaneswar

ଫ୍ରେଞ୍ଚ୍‌ ଫ୍ରାଏ ପ୍ରୋସେସିଂ ଫେସିଲିଟି ପାଇଁ ଓଡ଼ିଶାର ଫାଲକନ୍‌ ଗ୍ରୁପ୍‌ ଏବଂ ଗୁଜୁରାଟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର- ଗୁଜୁରାଟର ମେସନା ଜିଲ୍ଲାରେ ଏକ ଫ୍ରେଞ୍ଚ୍‌ ଫ୍ରାଏ ପ୍ରୋସେସିଂ ଫେସିଲିଟି ସ୍ଥାପନା ପାଇଁ ଓଡ଼ିଶାର ଫାଲକନ୍‌ ଗ୍ରୁପ୍‌ ଏବଂ ଗୁଜୁରାଟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ୍‌ ଏବଂ ଫାଲକନ୍‌ ଗ୍ରୁପର ନିର୍ଦେଶକ ପାର୍ଥଜିତ୍‌ ପଟ୍ଟନାୟକଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।

ଏଥିରେ ୧୦୫୦ କୋଟି ଟଙ୍କା ନିବେଶ କରାଯିବ । ଏକ ହଜାରରୁ ଅଧିକ ଲୋକ ଏଥିରେ ନିଯୁକ୍ତି ପାଇବା ସହ ୪୦୦୦ ରୁ ଅଧିକ ଚାଷୀ ଉପକୃତ ହେବେ ।

Hot this week

ପୁଲିସ୍‌ ଏସ୍‌ଆଇ ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories