www.samajalive.in
Sunday, December 14, 2025
17.1 C
Bhubaneswar

ବନାଗ୍ନି ନିବାରଣ ଓ ଲଘୁକରଣ ସଚେତନ କାର୍ଯ୍ୟକ୍ରମ

ଫୁଲବାଣୀ/ଫିରିଙ୍ଗିଆ: ଫିରିଙ୍ଗିଆ ବ୍ଲକ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ସଭା ଗୃହ ଠାରେ ବନାଗ୍ନୀ ନିବାରଣ ଓ ଲଘୁ କରଣ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଫିରିଙ୍ଗିଆ ବାନାଞ୍ଚାଳ ଅଧିକାରୀ ରବୀନ୍ଦ୍ର କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଫିରିଙ୍ଗିଆ ବ୍ଲକ ଅଧ୍ୟକ୍ଷା ନମିତା କହଁର ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଫିରିଙ୍ଗିଆ ସମିତି ସଭ୍ୟା ମୌସୁମୀ ପ୍ରଧାନ ବ୍ଲକ ପ୍ରକଳ୍ପ ସଂଯୋଜକ ବାଦଲ ନାୟକଙ୍କ ସହ ନୂଆ ପଦର ବନ ପାଳ ବ୍ରଜ ସୁନ୍ଦର୍ ଦାଶ, ଫିରିଙ୍ଗିଆ ବନପାଳ ସରୋଜ କୁମାର ମିଶ୍ର, ପାହାଡ ଟିମ୍ ଲିଡର ମନୋଜ କୁମାର ସାହୁ, ସଂଗ୍ରାମ କେଶ୍ଵରି ଦିଗାଲ, ସୁଜିତ୍ କୁମାର ପାତ୍ରଙ୍କ ସହ ସିଆରପି, ଏମବିକେ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା ମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବନ ସୁରକ୍ଷା ସହ ଜଙ୍ଗଲକୁ ନିଆ ଦାଉରୁ ରକ୍ଷା କରିବା ପାଇଁ ଅତିଥି ଏବଂ ବିଭାଗର ଅଧିକାରୀ ମାନେ ସଚେତନତା ବାର୍ତ୍ତା ଦେଇଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories