www.samajalive.in
Saturday, December 13, 2025
26.1 C
Bhubaneswar

ଭୂମିକମ୍ପରେ ଥରିଲା ଉତ୍ତର ଭାରତ – ଆପଗାନୀସ୍ତାନ ଏବଂ ପାକିସ୍ତାନରେ ବ୍ୟାପକ କ୍ଷୟକ୍ଷତି

ନୂଆଦିଲ୍ଲୀ – ମଙ୍ଗଳବାର ବିଳମ୍ବିତ ରାତିରେ ଭୂମିକମ୍ପରେ ଉତ୍ତର ଭାରତ ଥରି ଉଠିଥିଲା । ଏହି ଭୂକମ୍ପରେ ଆଫଗାନୀସ୍ତାନ ଏବଂ ପାକିସ୍ତାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପାକିସ୍ତାନରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଭମିକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୬ ଥିଲା ।

ଉତ୍ତରଭାରତରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ରାତିରେ ଭୟରେ ଲୋକମାନେ ଘରୁ ବାହାରକୁ ବାହାରି ଆସିଥିଲେ । ଭୂକମ୍ପର କେନ୍ଦ୍ର ଆଫଗାନୀସ୍ତାନର ଜୁର୍ମ ନିକଟରେ ୪୦ କିଲୋମିଟର ଦୂରରେ ବୋଲି କୁହାଯାଉଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories