www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରେନ ଧକ୍କାରେ ମହିଳାଙ୍କ ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ମୁକ୍ତାପସୀଠାରେ ବୁଧବାର ପୂର୍ବାହ୍ନରେ ଏକ ମାଲବାହୀ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୁକ୍ତାପସୀ ଗ୍ରାମର ସରୋଜ ବିଶ୍ୱାଳଙ୍କ ପତ୍ନୀ ବନ୍ଦିତା(୪୦) ପୂର୍ବାହ୍ନରେ ମୁକ୍ତାପସୀ ପ୍ରାଥମିକ ଚିକିତ୍ସାଳୟକୁ ଚାଲି ଚାଲି ଯାଉଥିବା ବେଳେ ଏକ ମାଲବାହୀ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଛେଦର ବ୍ୟବସ୍ଥା କରି ତଦନ୍ତ ଆରମ୍ଭ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories