www.samajalive.in
Sunday, December 14, 2025
23.1 C
Bhubaneswar

ଥାନାକୁ ଗଲା ବିରଳ ଏଣ୍ଡୁଅ

ଭୁବନେଶ୍ବର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ମଧ୍ୟାହ୍ନ ମସୟରେ ଜଣେ ବ୍ୟକ୍ତି ଗୋଟିଏ ବିରଳ ଏଣ୍ଡୁଅକୁ ଧରି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା। ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିବା​‌ ବେଳେ ଲୋକେ ଭୟଭୀତ ମଧ୍ୟ ହୋଇଥିଲେ। ଏହାପରେ ପାଖରେ ଥିବା ଲୋକେ ପୁଲିସକୁ ଖବର ଦେଇଥିଲେ। ପରେ ପିସିଆର ଭ୍ୟାନ ଆସି ଏଣ୍ଡୁଅ ଏବଂ ଉକ୍ତ ଯୁବକଙ୍କୁ ଥାନାକୁ ନେଇଥିବା ଜଣାପଡ଼ିଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories