www.samajalive.in
Sunday, December 14, 2025
26.1 C
Bhubaneswar

୫୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମ ପୁରସ୍କାର ବିଜେତାଙ୍କୁ ପୁରସ୍କୃତ କରିଛନ୍ତି। ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଗତ ସାଧାରଣତନ୍ତ୍ର ଦିବସ ଅବସରରେ ମୋଟ ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାର ଲାଗି ମନୋନୟନ କରାଯାଇଥିଲା। ଏହି ପଦ୍ମ ପୁରସ୍କାର ମଧ୍ୟରେ ରହିଛି ୬ଟି ପଦ୍ମ ବିଭୂଷଣ, ୯ଟି ପଦ୍ମ ଭୂଷଣ ଓ ୯୧ଟି ପଦ୍ମଶ୍ରୀ। ମନୋନୀତ ୧୦୬ଜଣଙ୍କ ମଧ୍ୟରୁ ୫୪ଜଣଙ୍କୁ ବୁଧବାର ପୁରସ୍କୃତ କରାଯାଇଛି ଅନ୍ୟ ବିଜେତାଙ୍କୁ ପରବର୍ତ୍ତୀ ସମୟରେ ପୁରସ୍କୃତ କରାଯିବ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories