www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟରେ ବିଦ୍ୟୁତ ଦର ଅପରିବର୍ତ୍ତିତ

ଡେସ୍କ : ରାଜ୍ୟର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ରାଜ୍ୟରେ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଲା। ଓଡ଼ିଶା ବିଦ୍ୟୁତ ନିୟାମକ ଆ​ୟୋଗ (ଓଇଆରସି) ବିଦ୍ୟୁତ ଦର ଅପରିବର୍ତ୍ତିତ ରଖିଥିବା ନେଇ ସୂଚନା ମିଳିଛି । ତେବେ ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଛି। ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ ପିଛା ଦର ୩ ଟଙ୍କା ରହିଛି।

ସେହିପରି ୫୦ରୁ ୨୦୦ ୟୁନିଟ ପାଇଁ ୟୁନିଟ ପିଛା ଦର ୪ ଟଙ୍କା ରହିଛି । ୨୦୦ରୁ ୪୦୦ ୟୁନିଟ ପାଇଁ ୟୁନିଟ ପିଛା ଦର ୫ ଟଙ୍କା ୮୦ ପଇସା ଏବଂ ୪ଶହ ୟୁନିଟରୁ ଅଧିକ ପାଇଁ ୟୁନିଟ ପିଛା ଦର ୬ ଟଙ୍କା ୨୦ ରହିବ ବୋଲି ଓଇଆରସି ପକ୍ଷରୁ କୁହାଯାଇଛି।

- Advertisement -

ତେବେ ଡିଜିଟାଲ ପେମେଣ୍ଟ କଲେ ଏଲଟି ଉପଭୋକ୍ତାଙ୍କୁ ୪ % ରିହାତି ଦିଆଯିବ । ଗ୍ରାମାଞ୍ଚଳ ଉପଭୋକ୍ତାଙ୍କ ପାଇଁ ୟୁନିଟ ପିଛା ୧୦ ପଇସା ରିହାତି ଦିଆଯିବ ବୋଲି କୁହାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories