www.samajalive.in
Sunday, December 14, 2025
19.1 C
Bhubaneswar

ଶହୀଦ ଦିବସ ଅବସରରେ ରକ୍ତଦାନ ଶିବିର

ସମ୍ବଲପୁର: ସେବା ଭାରତୀ ପଶ୍ଚିମ ଓ ଭାରତୀୟ ସଂସ୍କୃତି ପ୍ରଚାର ସମିତିର ମିଳିତ ସହଯୋଗରେ ସ୍ଥାନୀୟ ସଂସ୍କୃତି ଭବନ, କୁଞ୍ଜେଲପଡ଼ା ସମ୍ବଲପୁର ଠାରେ ଶହୀଦ ଦିବସ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଡା. ପ୍ରଭାସ ଦେବତା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରାନ୍ତ ପ୍ରଚାରକ ବିଷ୍ଣୁ ପାତ୍ର ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ବୁର୍ଲା ସ୍ଥିତ ରକ୍ତ ଭଣ୍ଡାରର ଡାକ୍ତର ଓ କର୍ମଚାରୀ ମାନେ ଶିବିରରେ ଯୋଗ ଦେଇ ୩୦ ୟୁନିଟ ସଂଗ୍ରହ କରିଥିଲେ। ଶିବିରରରେ ମୁଖ୍ୟ ଅତିଥି ଡା. ପ୍ରଭାସ ଦେବତା ପ୍ରଥମେ ନିଜେ ରକ୍ତଦାନ କରି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଶିବିରକୁ ଆୟୋଜନ ଓ ପରିଚାଳନାରେ ଅକ୍ଷୟ କୁମାର ଭୋଜରାଜ, ହୃଷୀକେଶ ନାଗ, ଭକ୍ତ ମହାରଣା, ଡମ୍ବରୁଧର ମେହେର, ଇଂ ଗଣେଶ ମହାପାତ୍ର, ନନ୍ଦ କିଶୋର ମିଶ୍ର, ଶ୍ରୀମନ୍ତ ପ୍ରଧାନ ଏବଂ ଅନ୍ୟ ସଦସ୍ୟ ମାନେ ସକ୍ରିୟ ସହଯୋଗ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories