www.samajalive.in
Sunday, December 14, 2025
16.1 C
Bhubaneswar

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ  : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। କେନ୍ଦ୍ର ସରକାରଙ୍କ କର୍ମଚାରୀ ଓ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାରୀଙ୍କ ମହଙ୍ଗା ଭତ୍ତା  ପୂର୍ବରୁ ଥିଲା ୩୮ ପ୍ରତିଶତ ରହିଥିବାବେଳେ  ଏବେ ଏହା ବୃଦ୍ଧି ପାଇ ୪୨% ହୋଇଛି। ଏହି ଭତ୍ତା ବୃଦ୍ଧି ଦ୍ୱାରା କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ୫୦ଲକ୍ଷ କର୍ମଚାରୀ ଓ ୬୧ଲକ୍ଷ ପେନସନ ଭୋଗୀ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories