www.samajalive.in
Sunday, December 14, 2025
14.1 C
Bhubaneswar

ଗ୍ରୀଷ୍ମ ଲହରକୁ ଦୃଷ୍ଟିରେ ରଖି ଖୋର୍ଦ୍ଧାରେ ଖୋଲିଲା ନିୟନ୍ତ୍ରଣ କକ୍ଷ

ଭୁବନେଶ୍ୱର/ଖୋର୍ଦ୍ଧା: ଚଳିତ ବର୍ଷ ଗ୍ରୀଷ୍ମଋତୁ ପରିପ୍ରେକ୍ଷୀରେ ତଥା ଆଗାମୀ ଦିନରେ ଗ୍ରୀଷ୍ମ ଲହରକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲା ପ୍ରଶାସନ ତରଫରୁ ଏକ ନିୟନ୍ତ୍ରଣ କକ୍ଷ (ଦୂରଭାଷ ନମ୍ବର ୦୬୭୫୫-୨୨୦୦୦୨) ଖୋଲା ଯାଇଛି। ଜିଲାରେ ରୌଦ୍ରତାପ ତଥା ଗ୍ରୀଷ୍ମ ଲହର ପରିପ୍ରେକ୍ଷୀରେ ଯଦି କୌଣସି ସ୍ଥାନରେ ଜଳ ଶଙ୍କଟ ବା ଜଳାଭାବ ଦେଖାଯାଏ, ତେବେ ଜନସାଧାରଣ ଉପରୋକ୍ତ ଦୂରଭାଷ ନମ୍ବରରେ ଜିଲା ନିୟନ୍ତ୍ରଣ କକ୍ଷକୁ ଯୋଗାଯୋଗ କରିପାରିବେ ବୋଲି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଅପାତକାଳୀନ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories