www.samajalive.in
Saturday, December 13, 2025
21.1 C
Bhubaneswar

ଏପ୍ରିଲ ପହିଲାରୁ ଶୂନ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ସପ୍ତାହ

ଭୁବନେଶ୍ୱର : ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ ଉଦ୍ଦେଶ୍ୟରେ ନିୟମିତ ବ୍ୟବଧାନରେ ପାଳିତ ହେଉଛି ଶୂନ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ସପ୍ତାହ। ଏହି ଅବସରରେ ଦୁର୍ଘଟଣା ଓ ତଦ୍‌ଜନିତ ମୃତ୍ୟୁ ରୋକିବା ଦିଗରେ ସଚେତନ କରାଯାଇଥାଏ । ବିଶେ​ଷ କରି ଜାତୀୟ ରାଜପଥରେ ଚଳାଚଳ କରୁଥିବା ଗାଡ଼ି ଚାଳକଙ୍କୁ ସଚେତନ କରାଯାଇଥାଏ । ଆସନ୍ତା ଏପ୍ରିଲ ୧ରୁ ୭ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆୟୋଜନ ଲାଗି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି। ପୂର୍ବରୁ ଜାରି ମାର୍ଗଦର୍ଶିକା ଅନୁସାରେ ଏହାକୁ କାର୍ଯ୍ୟକାରୀ କରିବା ନିମନ୍ତେ ନିର୍ଦେଶରେ ଉଲ୍ଲେଖ ରହିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories