www.samajalive.in
Saturday, December 13, 2025
26.1 C
Bhubaneswar

ବନ ଉନ୍ନୟନ ନିଗମ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ମୋହନା: ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଦମାଦୁଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ମାଗଣା ସ୍ୱାସ୍ଥ୍ୟ ଶିବିରରେ ମୋହନା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀ ଡ. ଶିବରାମ ରାଓ ଓ ସହକର୍ମୀଙ୍କ ସହ ମିଶି ଲୋକମାନଙ୍କୁ ବିଭିନ୍ନ ଚିକିତ୍ସା କରି ମାଗଣାରେ ଔଷଧ ବିତରଣ କରିଥିଲେ। ଏହି କାର୍ଯ୍ୟପାଇଁ ଅଞ୍ଚଳବାସୀ ଓଡ଼ିଶା ବନ ଉନ୍ନୟନ ନିଗମକୁ ଧନ୍ୟବାଦ ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories