www.samajalive.in
Sunday, December 14, 2025
26.1 C
Bhubaneswar

ସାମାଜିକ ସୁରକ୍ଷା ଯୋଜନାରେ ଦିବ୍ୟାଙ୍ଗଙ୍କୁ ସହାୟତା

ବୌଦ୍ଧ: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଜିଲା ପ୍ରଶାସନର ଉଦ୍ୟମରେ ବୌଦ୍ଧ ଏନଏସିର ଜଣେ ଦିବ୍ୟାଙ୍ଗଙ୍କୁ ଚାରି ଚକିଆ ସ୍କୁଟି ପ୍ରଦାନ କରାଯାଇଛି। ସୁଚନା ମତେ, ବୌଦ୍ଧ ଏନଏସିର ୯ ନମ୍ବର ୱାର୍ଡର ଭରତ ନାୟକ ଜଣେ ଦିବ୍ୟାଙ୍ଗ ଅଟନ୍ତି। ତାଙ୍କୁ ପ୍ରଶାସନ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଚାରି ଚକିଆ ସ୍କୁଟି ପ୍ରଦାନ କରାଯାଇଛି। ସ୍କୁଟି ପ୍ରଦାନ ସମୟରେ ଜିଲାପାଳ ସତ୍ୟ ରଞ୍ଜନ ସାହୁ,ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା, ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ଉପଜିଲାପାଳ ରବୀନ୍ଦ୍ର ନାଥ କହଁର, ସୁଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories