www.samajalive.in
Saturday, December 13, 2025
21.1 C
Bhubaneswar

ସୁଇଟ ମହାବିଦ୍ୟାଳୟର ବାର୍ଷିକ ସାସ୍କୃତିକ କାର୍ଯ୍ୟକ୍ରମ ଆବାହନ-୨୦୨୩ ଅନୁଷ୍ଠିତ

ବୁର୍ଲା: ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ଥିତ ସୁଇଟ୍‌‌ ମହାବିଦ୍ୟାଳୟରେ ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ ଆବାହନ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ସୁଇଟର ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ ବିଭୁତି ଭୁଷଣ ମିଶ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ସମ୍ବଲପୁୁର ବିଶ୍ୱବିଦ୍ୟାଳୟ କୂଳସଚିବ ଡ ନୃପରାଜ ସାହୁ ଏବଂ ସୁଇଟର ଛାତ୍ର କଲ୍ୟାଣ ଡିନ ଡ ରଶ୍ମୀକାନ୍ତ ପତି ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ ବିଭୁତି ଭୁଷଣ ମିଶ୍ର ନିଜ ବକ୍ତବ୍ୟରେ କହିଥିଲେ ଯେ, ସାଂସ୍କୃତିକ କାର୍ଯ୍ୟକ୍ରମ ମଣିଷ ଜୀବନରେ କଣ ପ୍ରଭାବ ପକାଏ ସେ ଦିଗରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ। ସେହିପରି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା କୂଳସଚିବ ଡ ନୃପରାଜ ସାହୁ କହିଥିଲେ ଯେ ସାଂସ୍କୃତିକ କାର୍ଯ୍ୟକ୍ରମ ମଣିଷ ଜୀବନକୁ କାହିଁକି ଆବଶ୍ୟକ ତାଙ୍କ ବକ୍ତବ୍ୟ ମାଧ୍ୟମରେ ଉପଦେଶ ଦେଇଥିଲେ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories