www.samajalive.in
Sunday, December 14, 2025
17.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବଣାଇ : ହାଇୱାକୁ ଧକ୍କା ଦେଲା ବସ୍ .. ୨ ମୃତ, ୫ ଗୁରୁତର .. ୨୦ରୁ ଅଧିକ ଆହତ..

ଛିଡ଼ା ହୋଇଥିବା ହାଇୱାକୁ ଧକ୍କା ଦେଲା ବସ୍..

- Advertisement -

ଆଜି ୧୩ ଜିଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା ..

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା..

ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ..

କେନ୍ଦୁଝର ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି‌ ୪୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା..

୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ.. ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭଞ୍ଜନଗର ବନ୍ଦ..

ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା.. ଅପରାହ୍ନ ୪ଟା ଯାଏଁ  ଗୃହ ମୁଲତବି..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories