www.samajalive.in
Saturday, December 13, 2025
26.1 C
Bhubaneswar

ଦୀର୍ଘ ଦିନ ପରେ ୧୦ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ହେଉଥିବା ଦେଖାଯାଇଛି। ଦୀର୍ଘ ୧୩୪ ଦିନ ପରେ ରବିବାର ଦେଶରେ କରୋନାର ସକ୍ରିୟ ମାମଲା ୧୦ ହଜାର ଅତିକ୍ରମ କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି। ରବିବାର ଦେଶରେ ୧୮୦୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ସଂକ୍ରମଣ ହାର ୩.୧୯% ହୋଇ ଯାଇଛି। ସେହିପରି ସପ୍ତାହିକ ସଂକ୍ରମଣ ହାର ୧.୩୯ ପ୍ରତିଶତ ହୋଇ ଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁଯାୟୀ, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଅତିକ୍ରମ କରିଛି।
ଗତ ୨୪ ଘଣ୍ଟାରେ ୬ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୦,୮୩୭ରେ ପହଞ୍ଚିଛି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories