www.samajalive.in
Sunday, December 14, 2025
26.1 C
Bhubaneswar

୨୯ ତାରିଖ ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅନୁଷ୍ଠାନ ଛୁଟି

ଭୁବନେଶ୍ବର: ଅଶୋକାଷ୍ଟମୀ ପାଇଁ ଖୋର୍ଦ୍ଧା ଜିଲାରେ ଲୋକାଲ ହଲିଡେ ଘୋଷଣା କରାଯାଇଛି। ୨୯ ତାରିଖ ବୁଧବାର ଦିନ ସମସ୍ତ ସରକାରୀ ଅନୁଷ୍ଠାନ ଛୁଟି ରହିବ। ଏନେଇ ଘୋଷଣା କରିଛନ୍ତି କେନ୍ଦ୍ରାଞ୍ଚଳ ଆରଡିସି। ଲୋକାଲ ହଲିଡେ ପାଇଁ ବୁଧବାର ଖୋର୍ଦ୍ଧା ଜିଲାର ସବୁ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ ବୋଲି କେନ୍ଦ୍ରାଞ୍ଚଳ ଆରଡିସି କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଦିନକ ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଚଳିତ ବର୍ଷ ରଥଯାତ୍ରାରେ ପ୍ରବଳ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories