www.samajalive.in
Monday, December 8, 2025
14.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ବଢିଲା ଇପିଏଫଓ ସୁଧହାର..୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଢିଲା ସୁଧହାର..

୮.୧୫ ପ୍ରତିଶତକୁ ବଢିଲା ସୁଧହାର.. ସୁଧହାର ବୃଦ୍ଧି ନିଷ୍ପତ୍ତି ନେଲା ସେଣ୍ଟ୍ରାଲ ବୋର୍ଡ ଅଫ୍‌‌ ଟ୍ରଷ୍ଟି..

- Advertisement -

ପଦ୍ମପୁର: ଜଗଦଲପୁର ସିଆରପିଏଫ କ୍ୟାମ୍ପରେ ଯବାନଙ୍କ ଆତ୍ମହତ୍ୟା ସୂଚନା..

କାର୍ଯ୍ୟରତ ଅବସ୍ଥାରେ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା..କାରଣ ଅସ୍ପଷ୍ଟ..

ଯାଜପୁର : ଇଞ୍ଜିନିୟରିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର..

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର..

ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ.. ପୁଲିସ ତଦନ୍ତ ଆରମ୍ଭ..

ଝାରସୁଗୁଡା : ଜିଲା ମୁଖ୍ୟ ହସ୍ପିଟାଲ ୫ମ ମହଲାରୁ ରୋଗୀ ଉଦ୍ଧାର..

ପଞ୍ଚମ ମହଲା ଝରକା ତାଜାରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories