www.samajalive.in
Sunday, December 7, 2025
26.1 C
Bhubaneswar

ଦୁର୍ଘଟଣା ପରେ ଜଳିଗଲା ବସ୍‌‌ ; ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ସାଉଦି ଆରବର ଦକ୍ଷିଣ-ପଶ୍ଚିମ କ୍ଷେତ୍ରରେ ଏକ ଯାତ୍ରୀବାହୀ ବସ୍‌‌ ଦୁର୍ଘଟଣାଗ୍ରସ୍ତ ହୋଇ ୨୦ ଜଣଙ୍କ ଜୀବନ ଚାଲି ଯାଇଛି। ସରକାରୀ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାୟ ୨୯ ଜଣ ଆହତ ହୋଇ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି। ଗତକାଲି ଏହି ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି।
ସୂଚନାନୁଯାୟୀ, ପୋଲରେ ଧକ୍କା ହେବା ପରେ ବସ୍‌‌ଟି ଓଲଟି ଯାଇଥିଲା। ଏହାପରେ ବସ୍‌‌ରେ ନିଆଁ ଲାଗି ଯାଇଥିଲା। ବସ୍‌‌ର ବ୍ରେକ୍‌‌ ଫେଲ୍‌‌ ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ନେଇ ପ୍ରାଥମିକ ତଦନ୍ତରୁ ଖବର ମିଳିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories