www.samajalive.in
Sunday, December 14, 2025
14.1 C
Bhubaneswar

ଭୂକମ୍ପରେ ଥରିଲା ଜାପାନ

ଟୋକିଓ : ଭୂକମ୍ପରେ ଥରିଲା ଜାପାନ। ଆଜି ଜାପାନରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୧ ରେକର୍ଡ କରାଯାଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଭୂକମ୍ପର କେନ୍ଦ୍ରସ୍ଥଳ ହୋକ୍କାଇଡୋ ବୋଲି ଜଣାପଡିଛି। ଆଜି ୨ଟା୪୮ରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏଥିରେ ଏଯାଏଁ ଧନଜୀବନ କ୍ଷୟକ୍ଷତି ହୋଇଥିବା ନେଇ କୌଣସି ସୂଚନା ମିଳି ନାହିଁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories