ଭୁବନେଶ୍ୱର : ପଶ୍ଚିମାଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୨ ଜିଲାରେ ଘଡଘଡି ସହ ବର୍ଷା ହେବ। କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ,କଟକ, ଖୋର୍ଦ୍ଧା, ବାଲେଶ୍ୱରକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Popular Categories



