www.samajalive.in
Monday, December 15, 2025
16.1 C
Bhubaneswar

ଖାଉଟି ସାମଗ୍ରୀ ବଣ୍ଟନ ଉପ-କେନ୍ଦ୍ର ଉଦଘାଟିତ

ରେଙ୍ଗାଲି: ରେଙ୍ଗାଲି ବ୍ଳକ୍‌‌ କତରବଗା ଗ୍ରାମ ପଞ୍ଚାୟତ ର ବାଗମୁଣ୍ଡା ପଡ଼ାରେ ଖାଅଉଟି ସାମଗ୍ରୀ ବଣ୍ଟନ ଉପକେନ୍ଦ୍ର ଉଦଘାଟିତ ହୋଇଯାଇଛି। ରେଙ୍ଗାଲି ବିଡିଓ କୃଷ୍ନଚନ୍ଦ୍ର ଦଳପତି ମୁଖ୍ୟ ଅତିଥି ଏବଂ ଜିଲ୍ଲା ପରିଷଦ ସଭ୍ୟ ଦେନାରାୟଣ ତିଓାରୀ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଖାଅଉଟି ଉପ-କେନ୍ଦ୍ରକୁ ଉଦଘାଟନ କରିଛନ୍ତି। ସରପଞ୍ଚ ନିଳାମ୍ବର ରୋହିଦାସ, ଯୁବନେତା ଗୋବର୍ଦ୍ଧନା ସାହୁ, ଡୋଳାମଣି ଖମାରୀଙ୍କ ଉଦ୍ୟମରେ ଖାଉଟି ଉପକେନ୍ଦ୍ର ଖୋଲା ଯାଇଥିବାରୁ ଅଞ୍ଚଳବାସୀ ଏହାକୁ ଉଚ୍ଚ ପ୍ରଶାଂସା କରିଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories