www.samajalive.in
Tuesday, December 9, 2025
15.1 C
Bhubaneswar

ଆଦାନୀ ପ୍ରସଙ୍ଗରେ ଲୋକସଭାରେ ହଟ୍ଟଗୋଳ, ଏପ୍ରିଲ ୩ ଯାଏଁ ଗୃହ ମୁଲତବୀ

ଡେସ୍କ: ଆଜି ଲୋକସଭାକୁ ଏପ୍ରିଲ ୩ ଯାଏଁ ମୁଲତବୀ ଘୋଷଣା କରାଯାଇଛି। ଚଳିତ ବଜେଟ ଅଧିବେଶନ କାଳରେ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରି ନଥିବା ବେଳେ ଆଜି ମଧ୍ୟ ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ଏପ୍ରିଲ ୩ତାରିଖ ଯାଏଁ ଲୋକସଭାକୁ ମୁଲତବୀ ଘୋଷଣା କରିଛନ୍ତି।

ଆଜି ଲୋକସଭାର ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ସଦସ୍ୟମାନେ ଅଦାନୀ-ହିନ୍ଦନବର୍ଗ ଘଟଣାର ଜେପିସି ତଦନ୍ତ ଦାବି କରି ସ୍ଲୋଗାନ ଦେଇଥିଲେ। ଫଳରେ ଗୃହକୁ ୧୨ତା ଯାଏଁ ମୁଲତବୀ ରଖାଯାଇଥିଲା। ରାଜ୍ୟସଭାକୁ ମଧ୍ୟ ଅପରାହ୍ନ ୨ଟା ମୁଲତବୀ ରଖାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories