www.samajalive.in
Sunday, December 14, 2025
14.1 C
Bhubaneswar

କ୍ରିମ ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ (ବୋନଲେସ ଚିକେନ)
କ୍ରିମ – ୧ କପରୁ ସାମାନ୍ୟ କମ
ତେଲ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଅଦାରସୁଣ ବଟା – ୧ ଚାମଚ
ଗରମ ମସଲା – ୧ ଚାମଚ
ଜିରା ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ୧ ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଛୁରୀରେ ସାମାନ୍ୟ କାଟି ଦିଅନ୍ତୁ। ଏବେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, କ୍ରିମ, ଲେମ୍ବୁ ରସ, ଗରମ ମସଲା, ଅଦାରସୁଣ ବଟା, ଜିରା ଗୁଣ୍ଡ, ତେଲ ପକାଇ ଭଲ ଭାବେ ଗୋଳାଇ ୨ ଘଣ୍ଟା ରଖି ଦିଅନ୍ତୁ। ଏବେ ଏହାକୁ ଓଭନରେ ୧୦ ମିନିଟ ରୋଷ୍ଟ କରିଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କ୍ରିମ ଚିକେନ ।

Hot this week

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

Related Articles

Popular Categories