www.samajalive.in
Sunday, December 14, 2025
26.1 C
Bhubaneswar

ବାଘୁଆ ମହୁ ମାଛି ଆକ୍ରମଣରେ ୬ ଆହତ ଜଣେ ସଙ୍କଟାପନ୍ନ

ଫୁଲବାଣୀ -କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ମହୁ ମାଛି ଆକ୍ରମଣରେ ୬ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ । ସୂଚନା ଅନୁସାରେ ବୁଧବାରରେ ବିଦ୍ୟାଳୟ ଖୋଲିବା ସମୟରେ ବିଦ୍ୟାଳୟ ପରିସରରେ ଥିବା ଶିମୁଳି ଗଛରେ ବସା ବାନ୍ଧି ଥିବା ବାଘୁଆ ମହୁମାଛି କୌଣସି କାରଣରୁ ଆକ୍ରମଣ କରିଥିଲେ । ୪ ଛାତ୍ର ଛାତ୍ରୀ ଓ ଜଣେ ଶିକ୍ଷୟତ୍ରୀ ସମେତ ଜଣେ ପିଅନଙ୍କୁ ଆକ୍ରମଣ କରିଥିଲେ ।

ଏଥିରେ ଶିକ୍ଷୟତ୍ରୀ ନନ୍ଦୀନିପ୍ରଭା ମହାପାତ୍ର ଗୁରୁତର ହୋଇଥିବା ବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories