www.samajalive.in
Sunday, December 14, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ପବିତ୍ର ‘ଶ୍ରୀରାମ ନବମୀ’, ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମତିଥି..

ଦେଶର ବିଭିନ୍ନ ଭାଗରେ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଉଛି ‘ଶ୍ରୀରାମ ନବମୀ’..

- Advertisement -

ଏପ୍ରିଲ ପହିଲାରୁ ବୃଦ୍ଧି ପାଇବ ଓମଫେଡ୍ କ୍ଷୀର ଦର, ୫୦୦ ମିଲିକୁ ୨ ଟଙ୍କା ହିସାବରେ ସମସ୍ତ ପ୍ରକାର କ୍ଷୀର ଦର ବୃଦ୍ଧି କରାଯାଇଥିବା ଓମଫେଡ ପକ୍ଷରୁ କୁହାଯାଇଛି..

ଆଜି ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଶୁଭାରମ୍ଭ..

କଟକ ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ଟ୍ରେନର ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ..

ଢେଙ୍କାନାଳ : ହାତୀ ଆକ୍ରମଣରେ ୨ ମହିଳା ମୃତ.. ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ..

ହିନ୍ଦୋଳ ଦୁଦୁରକୋଟ ବାଘୁଆ ସାହିରେ ହାତୀ ଆତଙ୍କ.. ମହୁଲ ଗୋଟାଇବାକୁ ଯାଇ ହାତୀ ଆକ୍ରମଣର ଶିକାର..

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories