www.samajalive.in
Sunday, December 7, 2025
14.1 C
Bhubaneswar

ପୁଣି ବୃଦ୍ଧି କରୋନା ସଂକ୍ରମଣ ; ରାଜଧାନୀରେ ଜରୁରୀ ବୈଠକ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଆଜି ଜରୁରୀ ବୈଠକ ଡାକିଛନ୍ତି। ପରିସ୍ଥିତି ସହ ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତି ପାଇଁ ଏହି ବୈଠକ କରାଯାଉଛି।
ଦିଲ୍ଲୀରେ ବୁଧବାର ୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ହାର ବୃଦ୍ଧି ପାଇ ୧୩.୮୯ ହୋଇଛି। ସ୍ୱାସ୍ଥ୍ୟ ବିଭାଗ ଅନୁଯାୟୀ,୧୬୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିଲ୍ଲୀରେ କରୋନାର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୮୦୬ ହୋଇ ଯାଇଛି। ସେମାନଙ୍କ ମଧ୍ୟରୁ ୪୫୨ ସଂକ୍ରମିତ ଘରେ ଓ ୫୪ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

 

- Advertisement -

 

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories