ଡେସ୍କ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ଜାପାନ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତକାଳରେ ‘ମେକ ଇନ୍ ଓଡ଼ିଶା’ ପାଇଁ ସେ ଜାପାନର ନିବେଶକଙ୍କୁ ନିମନ୍ତ୍ରଣ କରିବେ । ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ। ଏପ୍ରିଲ ୫, ୬, ୭ ଓ ୮ରେ ପୁଞ୍ଜିନିବେଶ ସମ୍ମିଳନୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ବରିଷ୍ଠ ଅଧିକାରୀ ଜାପାନ ଗସ୍ତରେ ଯାଉଛନ୍ତି।
Popular Categories



