www.samajalive.in
Saturday, December 13, 2025
26.1 C
Bhubaneswar

ଜେଏସଡ୍ଳୁ-ଭୂଷଣ ପକ୍ଷରୁ ସଡକ ସୁରକ୍ଷା କାର୍ଯ୍ୟକ୍ରମ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲାର ଠେଲକୋଲୋଇ ଠାରେ ଥିବା ଜେଏସଡ୍ଳୁ-ଭୂଷଣ କମ୍ପାନୀ ପକ୍ଷରୁ ସଡକ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କମ୍ପାନୀ ବରିଷ୍ଠ ଅଧିକାରୀ ଏବଂ ଠେଲକୋଲୋଇ ଥାନା ଆଇଆଇସି ବିଭୂତିଭୂଷଣ ଦଲାଇ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। କମ୍ପାନୀର ସୁରକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ କମ୍ପାନୀ କର୍ମଚାରୀ ମାନେ ସୁରକ୍ଷା ସମ୍ବନ୍ଧିତ ବ୍ୟାନର୍ ପ୍ଲାକାର୍ଡ ଧରି ସ୍ଳୋଗାନ ଦେଇ ଏକ ସଚେତନତା ଶୋଭାଯାତ୍ରାରେ ଠେଲକୋଲୋଇ ଗ୍ରାମ ପରିକ୍ରମା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories