www.samajalive.in
Sunday, December 14, 2025
17.1 C
Bhubaneswar

ଖଣ୍ଡଗିରି ଥାନା ଏସଆଇ ସୁଶାନ୍ତ ସ୍ୱାଇଁ ଗିରଫ

ଡେସ୍କ :  ଖଣ୍ଡଗିରି ଥାନା ଏସଆଇ ସୁଶାନ୍ତ ସ୍ୱାଇଁଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏକ ମାମଲାର ଫାଇନାଲ ରିପୋର୍ଟ ପାଇଁ ଲାଞ୍ଚ ନେଲା ବେଳେ ନାକା ଗେଟ ନିକଟରେ ୫୦ ହଜାର ଲାଞ୍ଚ ନେଲା ବେଳେ ଏସଆଇ ଶ୍ରୀ ସ୍ୱାଇଁଙ୍କୁ ଭିଜିଲାନ୍ସ ଧରିଥିଲା। ପରେ ରାଜଧାନୀ ଭୁବନେଶ୍ବର ସ୍ଥିତ ତାଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସ ଚଢଉ ଜାରି ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories