www.samajalive.in
Monday, December 15, 2025
24.1 C
Bhubaneswar

ଅସହାୟ ପରିବାରକୁ ସହାୟତା

ପାଟଣା: ପାଟଣା ବ୍ଲକ୍ ମାଧପୁର ଗ୍ରାମର ସ୍ୱର୍ଗତ ଶୁକ ମୁଣ୍ଡା (୪୨)ଙ୍କ ପରିବାରକୁ ବିର୍ସା ମୁଣ୍ଡା ମାର୍ଶାଲ ଆକାଳା ହୋ ସମାଜ ବ୍ଲକ୍ କମିଟି ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। ଶୁକ ମୁଣ୍ଡା ଙ୍କ ମୃତ୍ୟୁ ପରେ ତାଙ୍କ ବିଧବା ପତ୍ନୀ ଓ ତିନି ଛୁଆ ଅସହାୟ ହୋଇ ପଡିଛନ୍ତି। ଆଧାର କାର୍ଡ କିମ୍ବା ଭୋଟର କାର୍ଡ ନଥିବାରୁ ଏହି ପରିବାର ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ହୋଇଛନ୍ତି। ଶୁଦ୍ଧି କ୍ରିୟା କରିବା ପାଇଁ ଅର୍ଥ ନ ଥିବାରୁ ଖବର ପ୍ରସାରଣ ହୋଇଥିଲା। ଖବର ପ୍ରସାରଣ ପରେ ସ୍ୱେଚ୍ଛାସେବୀ ସଂଗଠନ ଭରସା ପରିବାର ପାଟଣା ମୃତକଙ୍କ ଘରେ ପହଞ୍ଚି ରାସନ ସାମଗ୍ରୀ ଯୋଗାଇ ଦେଇଥିଲେ। ସେହିପରି ବଡ଼ ପାଟଣା ସରପଞ୍ଚ ବିନତୀ ବାନରା, ସମିତି ସଭ୍ୟ ମୋହନ ସୁନ୍ଦର ମହନ୍ତ ଆର୍ଥିକ ସହାୟତା ଯୋଗାଇ ଦେଇଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories