www.samajalive.in
Friday, December 5, 2025
17.1 C
Bhubaneswar

ଝାରସୁଗୁଡ଼ା ଉପନିର୍ବାଚନ: ୧୨ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ବର: ଉପନିର୍ବାଚନ ଜିତିବାରେ ରେକର୍ଡ଼ କରିଥିବା ବିଜୁ ଜନତା ଦଳ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନୂଆ ରଣନୀତି ଆପଣାଇଛି। ଝାରସୁଗୁଡ଼ାର ୪ଟି ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ୧୨ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ବଣ୍ଟନ କରିଛି ଦଳ। ଏନେଇ ଦଳ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

- Advertisement -

ଝାରସୁଗୁଡ଼ା ପୌର ପରିଷଦ ଲାଗି ପ୍ରତାପ ଜେନା, ପୁଷ୍ପେନ୍ଦ୍ର ସିଂଦେଓ, ସ୍ନେହାଙ୍ଗିନୀ ଛୁରିଆ ଓ ରୀତା ସାହୁଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ସେହିପରି ଲଇକେରା ବ୍ଲକ ପାଇଁ ପ୍ରତାପ କେଶରୀ ଦେବ ଓ ଦିବ୍ୟଶଙ୍କର ମିଶ୍ରଙ୍କୁ ଦାୟିତ୍ବ ମିଳିଛି। କିରମିରା ପାଇଁ ଅତନୁ ସବ୍ୟସାଚୀ ନାୟକ, ଟୁକୁନି ସାହୁ ନିଯୁକ୍ତ ହୋଇଥିବା ବେଳେ କୋଲାବିରା ବ୍ଲକ ପାଇଁ ନିରଞ୍ଜନ ପୂଜାରୀ ଓ ସରୋଜ ମେହେରଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଝାରସୁଗୁଡ଼ା ବ୍ଲକ ପାଇଁ ପଦ୍ମନାଭ ବେହେରା ଓ ଅରୁଣ ସାହୁଙ୍କୁ ଦାୟିତ୍ୱ ମିଳିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories